Black Eagle Books
America Anubhuti
America Anubhuti
ଗୋଲୋକବିହାରୀ ଧଳ (ଡିସେମ୍ବର ୧୫, ୧୯୨୧-ଜୁନ୍ ୨୪,୧୯୭୪) ଥିଲେ ଜଣେ ଉଚ୍ଚକୋଟୀର ପ୍ରାବନ୍ଧିକ, ଅନୁବାଦକ, ଭାଷାତତ୍ତ୍ୱବିତ୍], ଧ୍ୱନିତତ୍ତ୍ୱବିତ୍ ଏବଂ ଭ୍ରମଣବୃତ୍ତାନ୍ତ ଲେଖକ । ଢେଙ୍କାନାଳ ଜିଲ୍ଲାର ଗଞ୍ଜେଇଡିହ ଗ୍ରାମରେ ପିତା ଭୋଳେଶ୍ୱର ଧଳ ଓ ମାତା ଜାହ୍ନବୀ ଦେବୀଙ୍କ ଔରସରୁ ଜନ୍ମଲାଭ କରି ଢେଙ୍କାନାଳର ବ୍ରଜନାଥ ବଡ଼ଜେନା ହାଇସ୍କୁଲରୁ ସ୍କୁଲ ଶିକ୍ଷା, ରେଭେନ୍ସା ମହାବିଦ୍ୟାଳୟରୁ ସଂସ୍କୃତ ଭାଷାରେ ସ୍ନାତକ (୧୯୪୩), ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତ୍ତକୋତ୍ତର (୧୯୪୫) ଶିକ୍ଷା ସମାପ୍ତ କରି ପ୍ରଥମେ ପୁରୀ କଲେଜରେ ଓ ପରେ ସମ୍ବଲପୁର ଗଙ୍ଗାଧର ମେହେର କଲେଜରେ ଅଧ୍ୟାପକ ଭାବରେ ଯୋଗ ଦେଇଥିଲେ । ୧୯୪୯ରେ ସେ ଲଣ୍ଡନ ବିଶ୍ୱବିଦ୍ୟାଳୟରେ ଭାଷା ବିଜ୍ଞାନରେ ଉଚ୍ଚତର ଶିକ୍ଷାପ୍ରାପ୍ତି କରି ଆମେରିକା ଓ ଫ୍ରାନ୍ସ ପ୍ରଭୃତି ଦେଶ ଗସ୍ତ କରିଥିଲେ । ୧୯୫୫ରେ ସେ ଆଗ୍ରା ବିଶ୍ୱବିଦ୍ୟାଳୟରେ ଭାଷା ବିଜ୍ଞାନରେ ଶିକ୍ଷାଦାନ କଲେ ଓ ୧୯୭୨ରେ ରେଭେନ୍ସା ମହାବିଦ୍ୟାଳୟରେ ଓଡ଼ିଆ ବିଭାଗରେ ପ୍ରଫେସର ଭାବରେ ଯୋଗଦେଲେ । ତାଙ୍କ ପ୍ରକାଶିତ ପୁସ୍ତକ ମଧ୍ୟରେ ଆମେରିକା ଅନୁଭୂତି (୧୯୫୨), ଲଣ୍ଡନ ଚିଠି (୧୯୫୩), ମଣିଷର ଭାଷା (୧୯୫୩), ଧ୍ୱନି ବିଜ୍ଞାନ (୧୯୫୮), ଓଡ଼ିଆ କେବେ (୧୯୬୩), ଇଂରାଜୀ ଉଚ୍ଚାରଣ ଶିକ୍ଷା (୧୯୬୩), ବିଚାର ଆଲୋଚନା ଇତ୍ୟାଦି ଉଲ୍ଲେଖଯୋଗ୍ୟ । ଅନୁବାଦ ପୁସ୍ତକ 'ଗୋଦାନ' ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ(୧୯&
| Author: Golok Bihari Dhal |
| Publisher: Black Eagle Books |
| Publication Date: Oct 28, 2023 |
| Number of Pages: 136 pages |
| Binding: Paperback or Softback |
| ISBN-10: 1645604683 |
| ISBN-13: 9781645604686 |