Skip to main content

Black Eagle Books

Sua Muhanra Patara O Anyanya Galpa

No reviews yet
Product Code: 9781645604778
ISBN13: 9781645604778
Condition: New
$21.14

Sua Muhanra Patara O Anyanya Galpa

$21.14
 

ପ୍ରାଣବନ୍ଧୁ କର ଏକାଧାରରେ ଥିଲେ ଜଣେ ସଫଳ, ଆଦୃତ ଓ ଯଶସ୍ୱୀ ଗାଳ୍ପିକ ଓ ନାଟ୍ୟକାର । ସ୍ୱାଧୀନତା ପୂର୍ବ ଓ ପରବର୍ତ୍ତୀ ସମୟରେ ଆଧୁନିକ ଓଡ଼ିଆ ଗଳ୍ପଧାରାକୁ ଯେଉଁମାନେ ନୂତନ ଦିଗ୍]ଦର୍ଶନ ଦେଇଛନ୍ତି ସେମାନଙ୍କ ଭିତରୁ ସେ ହେଲେ ଅନ୍ୟତମ । ତାଙ୍କର ଗଳ୍ପଗୁଡ଼ିକ ବୈଚିତ୍ର]୍ୟପୂର୍ଣ୍ଣ, ବାସ୍ତବବାଦୀ, ଆଧୁନିକ ଓ ମନସ୍ତାତ୍ତ୍ୱିକ ବିଶ୍ଳେଷଣରେ ଭରପୂର । ଭାଷା ଓ ଉପସ୍ଥାପନା ଶୈଳୀ ଅତ୍ୟନ୍ତ ସ୍ୱାଭାବିକ, ସାବଲୀଳ ଓ ନାଟକୀୟ । ଅଧ୍ୟାପନା ବୃତ୍ତି ହେତୁ ସେ ସମାଜ, ପାରିପାଶ୍ୱିର୍କ ପରିବେଶ ଓ ସ୍ୱାଧୀନତା ପରେ ଦେଶର ପରିବର୍ତ୍ତନକୁ ଅତ୍ୟନ୍ତ ନିଖୁଣ ଭାବେ ନିରେଖି ତାଙ୍କ ସାହିତ୍ୟ ସୃଷ୍ଟି କରୁଥିଲେ । ସମକାଳୀନ ସମାଜର ଜୀବନ, ସଂଘର୍ଷ, ସୁଖ-ଦୁଃଖ, ଆଶା ଓ ନିରାଶା ଉପରେ ତାଙ୍କ ଗଳ୍ପଗୁଡ଼ିକ ମୁଖ୍ୟତଃ ଆଧାରିତ । ସେଗୁଡ଼ିକ ମଧ୍ୟରେ ଖୁବ୍ ସୁନ୍ଦର ଭାବେ ପ୍ରସ୍ଫୁଟିତ ପ୍ରେମ, ଉପେକ୍ଷିତ ବର୍ଗର ଉତ୍ପୀଡ଼ନ, ଶୋଷିତ ଆଦିବାସୀଙ୍କର ମର୍ମବେଦନା, ସେମାନଙ୍କର ପ୍ରତିବାଦ ଓ ସାଲିସବିହୀନ ସଂଗ୍ରାମ ପ୍ରତିଫଳିତ ହୋଇଛି । ଏସବୁରୁ ବାରି ହୋଇପଡ଼େ ପ୍ରାଣବନ୍ଧୁଙ୍କ ସାମ୍ୟବାଦ ବିଚାରଧାରା ଓ ଅନ୍ୟାୟ ବିରୋଧରେ ସ୍ୱର ।

ପ୍ରାଣବନ୍ଧୁ ନ ଥିଲେ ବହୁପ୍ରସୂ । ଦୀର୍ଘ ସାତ ଦଶନ୍ଧିର ସାହିତ୍ୟ ସାଧନାରେ ସେ ସୃଷ୍ଟି କରିଥିଲେ ମୋଟ ୫୨ଟି ଗପ । ତାଙ୍କ ସ୍ୱୀକାରୋକ୍ତି ଅନୁଯାୟୀ, ପତ୍ରପତ୍ରିକାର ସମ୍ପାଦକ ବା ଛାତ୍ରଛାତ୍ରୀଙ୍କ ବିନା ଚାପରେ ତାଙ୍କର କ


Author: Pranabandhu Kar
Publisher: Black Eagle Books
Publication Date: Nov 16, 2023
Number of Pages: 316 pages
Binding: Paperback or Softback
ISBN-10: 1645604772
ISBN-13: 9781645604778
 

Customer Reviews

This product hasn't received any reviews yet. Be the first to review this product!

Faster Shipping

Delivery in 3-8 days

Easy Returns

14 days returns

Discount upto 30%

Monthly discount on books

Outstanding Customer Service

Support 24 hours a day