Skip to main content

Black Eagle Books

Ama Chalani Ama Chamaka

No reviews yet
Product Code: 9781645604792
ISBN13: 9781645604792
Condition: New
$21.14

Ama Chalani Ama Chamaka

$21.14
 

ଉତ୍କଳୀୟ ସମାଜ ସମଗ୍ର ଭାରତବର୍ଷରେ ଅନେକ ସ୍ୱାତନ୍ତ୍ର]୍ୟ ବହନକରେ । ଏହି ମହୋଦଧି କୂଳର ରାଜ୍ୟଟି ପ୍ରକୃତିର ଅସୁମାରି ଉପାଦାନରେ ଶୋଭାପାଏ । ତାହାର ଘନ ସବୁଜିମା ଭରା ଅରଣ୍ୟାନୀ ଏବଂ ଜଳପ୍ରପାତ ଗୁଡିକର ଶବ୍ଦତରଙ୍ଗ ସହିତ ବିହଙ୍ଗମାନଙ୍କର ପ୍ରକୃଷ୍ଟ ଲକ୍ଷ୍ୟସ୍ଥଳ ଯେମିତି କାକୁଳିରେ ଶବ୍ଦାୟିତ, ଉତ୍କଳୀୟ ମନପ୍ରାଣରେ ପ୍ରକୃତି ରଚେ ସିହରଣ । ମନ ଟାଣେ ପ୍ରକୃତି ସହିତ ତାଳମିଳାଇ ଚାଲିବାକୁ । ସେହି ତାଳରେ ମନ୍ଥର ବେଗରେ ଉତ୍କଳୀୟ କନ୍ୟାର ରୂପଲାବଣ୍ୟ ସହିତ ଓଡ଼ିଶୀନାଚ, ସେହି ଦୃଶ୍ୟ ପଟରେ ଅଳସକନ୍ୟାର ମନଲୋଭା ଚାହାଣି ଆଉ ସେହି ଆନନ୍ଦମୟ ଦେବଦବୀମାନଙ୍କର ବରଦା ହସ୍ତ ମନକୁ ପୁଲକରେ ଭରିଦିଏ ।

ସରଳ ନିଷ୍କପଟ ଓଡ଼ିଆ ଚରିତ୍ର ସ୍ୱଭାବବନ୍ତ । ମାଟିର ବଳରେ ଆଉ ପାଣିର ଶକ୍ତିରେ ତାର ବେଉସା, ଜଙ୍ଗଲଜାତ ଉପକରଣରେ ତାର ସମୃଦ୍ଧି । ଇତିହାସ ପୃଷ୍ଠାରେ ଅଦୃଷ୍ଟ ହୋଇ ରହିଥିଲା ଓଡ଼ିଶା ମାଟିତଳର ରତ୍ନଗର୍ଭ । ଉତ୍କଳୀୟ ସରଳ ପରିଧାନର ଅନ୍ତରାଳରେ ଛପି ରହିଥିଲା ତାର ଆତ୍ମସମ୍ମାନ ଆଉ ସମର୍ପଣର ମନୋଭାବ । ଯୁଗ ଯୁଗଧରି ପୃଥକ୍ ସମୟରେ ସିଏ ରାଷ୍ଟ୍ରଦେବତାଙ୍କର ଆଶିଷରେ ମଥାଟେକି ଗତି କରିଛି । ସମଗ୍ର ବିଶ୍ୱରେ ଚକାନୟନ ଯୁଗଳର ଅନନ୍ତ ଆବିଳତା ପ୍ରସାର କରିଛି ।

ସେହି ଓଡ଼ିଆ ପରମ ସ୍ୱାଭିମାନୀ । ନିଜର ଆତ୍ମମର୍ଯ୍ୟାଦା ତିଳେମାତ୍ର କ୍ଷୁଣ୍ଣ ହେବାକୁ ସୁଯୋଗ ଦିଏନାହିଁ । ଦିନେ କୋଣ୍ଡାଭିଡୁ ଦୁର୍ଗ ପାଇକମାନଙ୍କ ହାତରୁ ଛଡ


Author: Indramani Jena
Publisher: Black Eagle Books
Publication Date: Nov 14, 2023
Number of Pages: 252 pages
Binding: Paperback or Softback
ISBN-10: 1645604799
ISBN-13: 9781645604792
 

Customer Reviews

This product hasn't received any reviews yet. Be the first to review this product!

Faster Shipping

Delivery in 3-8 days

Easy Returns

14 days returns

Discount upto 30%

Monthly discount on books

Outstanding Customer Service

Support 24 hours a day