Black Eagle Books
Surya Uinle Rati
Product Code:
9781645606406
ISBN13:
9781645606406
Condition:
New
$19.30
Surya Uinle Rati
$19.30
କବିତା କ'ଣ ହୁଏତ ଜାଣିନଥିଲି ଏସବୁ ଲେଖିଲାବେଳେ । କାରଣ ଏଗୁଡ଼ିକର ରଚନା ବେଳକୁ ମୋ'ର ବୟସ ତେର କି ଚଉଦରୁ ପନ୍ଦର-ଷୋହଳ ହେବ । ଏଣୁ ସୁଧୀ ପାଠକମାନେ ଏଗୁଡ଼ିକୁ ଲେଖକର ଭାବନାର ଶବ୍ଦରୂପ ବୋଲି ଭାବିନେବେ ବୋଲି ଅନୁରୋଧ । ମୋର ବି ଏଇୟା ଧାରଣା ଯେ, କବିତା ଆବେଗ ଆଉ ଭାବନାର ବ୍ୟାପର ମାତ୍ର । ଶବ୍ଦମାନେ ତା'ର ସିନ୍ଦୁକ । ଶବ୍ଦ କେତେ ପ୍ରଗଳ୍]ଭ ହେବ ସେ କଥାର ବିଚାରଶକ୍ତି ମୋର ନାହିଁ । ଥିଲେ ହୁଏତ ଆଉ କିଛି ହୋଇଥାଆନ୍ତା । ତେବେ ମନକୁ ଯାହା ଆସିଛି ଲେଖିଛି । ଏହା ଉତ୍ତରରେ ଉତ୍ତରଦେବା ଦାୟିତ୍ୱ ଆପଣମାନଙ୍କର । ଆଶା ଓ ବିଶ୍ୱାସ ଯେ, ଓଡ଼ିଆ ସାରସ୍ୱତ ଜଗତରେ ଏହି ସବୁ କବିତା ଅଦ୍ୱିତୀୟ ହୋଇ ନପାରିଲେ ସୁଦ୍ଧା ଅଥବା ସାରସ୍ୱତ ଜଗତକୁ ସମୃଦ୍ଧ କରିନପାରିଲେ ସୁଦ୍ଧା ନିଶ୍ଚିତରୂପେ ସୁଧୀ ଓ ସାଧୁଜନଙ୍କୁ ଆନନ୍ଦ ବଣ୍ଟନ କରିବ ।
| Author: Santosh Kumar Nayak |
| Publisher: Black Eagle Books |
| Publication Date: Dec 30, 2024 |
| Number of Pages: 178 pages |
| Binding: Paperback or Softback |
| ISBN-10: 1645606406 |
| ISBN-13: 9781645606406 |